Ads

ଭୁବନେଶ୍ବର:ବାଲେଶ୍ବର ସାଂସଦଙ୍କୁ ସିଡିରୁ ଠେଲିଦେଲେ ରାହୁଲ ଗାନ୍ଧୀ । ଯାହା ଫଳରେ ସଂସଦ ଭିତରେ ଶିଡ଼ିରୁ ପଡ଼ିଯାଇ ଆହତ ହୋଇଛନ୍ତି ବାଲେଶ୍ବରର ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀ । ତେବେ ରାହୁଲ ଗାନ୍ଧୀ ତାଙ୍କୁ ଧକ୍କା ମାରି ଠେଲି ଦେଇଥ‌ିବା କହିଛନ୍ତି ପ୍ରତାପ। ଗଣମାଧ୍ୟମ ଆଗରେ ପ୍ରତାପ ଏହି ମନ୍ତବ୍ୟ ଦେବା ପରେ କଂଗ୍ରେସ ସାଂସଦ ରାହୁଲଙ୍କ ଆଚରଣକୁ ନେଇ ଏବେ ପ୍ରଶ୍ନ ଉଠିଛି । ଅନ୍ୟପଟେ ଶ୍ରୀ ପ୍ରତାପଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି I
Previous Post Next Post

ADS