Homeodisha ଜଳିଗଲା ମୋ ବସ,କାରଣ ଅସ୍ପଷ୍ଟ newodishatv.co.in December 14, 2024 Facebook Twitter କଟକ: କଟକ ମଧୁପାଟଣା ଛକ ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ଭୁବନେଶ୍ବରରୁ କଟକ ଆସୁଥିବା ବେଳେ ଏକ ମୋ ବସରେ ନିଆଁ ଲାଗି ଯାଇଛି। ତେବେ ନିଆଁ ଲାଗିବାର କାରଣ ଜଣାପଡି ନ ଥିବା ବେଳେ ଖବର ପାଇ ଚାଉଳିଆଗଞ୍ଜ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। Tags odisha Facebook Twitter